ବିପୁଳ ପରିମାଣର ଦେଶୀ ମଦ ଓ ମହୁଲ ପୋଚ ଜବତ ।

ବିପୁଳ ପରିମାଣର ଦେଶୀ ମଦ ଓ ମହୁଲ ପୋଚ ଜବତ ।

Share with people

ରାଇରଙ୍ଗପୁର ଅବକାରୀ ଉପ-ଅଧିକ୍ଷକ ଶ୍ରୀ ସୌମ୍ୟରଞ୍ଜନ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରାଇରଙ୍ଗପୁର ଉପଖଣ୍ଡ ଅବକାରୀ ରେଞ୍ଜ ପକ୍ଷରୁ ରାଇରଙ୍ଗପୁର ଅବକାରୀ ନିରୀକ୍ଷକ ଶ୍ରୀ ବିନୟ ପ୍ରକାଶ ତୀର୍କୀ ଓ ରାଇରଙ୍ଗପୁର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଅବକାରୀ ସାଟେଲାଇଟ ୟୁନିଟ,ଜଳେଶ୍ୱରର ଭାରପ୍ରାପ୍ତ ଅଧିକାରୀ ଶ୍ରୀ ଲକ୍ଷେସାଧବ ପ୍ରଧାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ପିଠାକୁଟୁଣୀ ଗ୍ରାମ ଅଞ୍ଚଳରେ ଚଢ଼ାଉ କରାଯାଇ ୩୮୫ ଲିଟର ଦେଶୀ ରନ୍ଧା ମଦ ଓ ୬୫୦୦ ଲିଟର ମହୁଲ ପୋଚ ଜବତ କରାଯାଇ ଘଟଣା ସ୍ଥଳରେ ନଷ୍ଟ କରାଯାଇଛି । ଜବତ ହୋଇଥିବା ଦେଶୀ ରନ୍ଧା ମଦ, ମହୁଲ ପୋଚର ଆନୁମାନିକ ମୂଲ୍ୟ ୦୪ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛନ୍ତି ।


Share with people

Comments

No comments yet. Why don’t you start the discussion?

Leave a Reply

Your email address will not be published. Required fields are marked *