ଓଡିଶାକୁ ପୁଞ୍ଜି ଆଣିବା ପାଇଁ ମୁଖମନ୍ତ୍ରୀଙ୍କ ଚେଷ୍ଟା ;ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୋହନ ମଝୀ

ଓଡିଶାକୁ ପୁଞ୍ଜି ଆଣିବା ପାଇଁ ମୁଖମନ୍ତ୍ରୀଙ୍କ ଚେଷ୍ଟା ;ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୋହନ ମଝୀ

Share with people

ଏବେ ୨ ଦିନିଆ ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ବିଭିନ୍ନ ନିବେଶକଙ୍କ ସହ ୱାନ୍ ଟୁ ୱାନ୍ ଆଲୋଚନା କରିବେ ବୋଲି କହିଛନ୍ତି । ରାଜ୍ୟରେ ୫ ବର୍ଷରେ ୫ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଲକ୍ଷ୍ୟ ରଖାଯାଇଛି ।

‘ଦିଲ୍ଲୀରେ ମୋହନ ମାଝୀଙ୍କ ରୋଡ଼ ସୋ’

ଦେଶ ବିଦେଶର ଉଦ୍ୟୋଗୀଙ୍କ ସହ ଆଲୋଚନା କରି ଓଡ଼ିଶାରେ ପୁଞ୍ଜି ନିବେଶର ପ୍ରସ୍ତାବ ଦେବା ତାଙ୍କର ଏହି ଗସ୍ତର ମୁଖ୍ୟ ଉଦ୍ଦେଶ୍ୟ । ଏହି ଅବସରରେ ଆଜି ଦିଲ୍ଲୀରେ ମୁଖ୍ୟମନ୍ତ୍ରୀଙ୍କର ହେବ ପ୍ରଥମ ରୋଡ୍ ସୋ’।
ଓଡ଼ିଶାକୁ ଅଧିକ ପୁଞ୍ଜି ଆଣିବା ସହ ଆଗାମୀ ଦିନରେ ବିଦେଶୀ ପୁଞ୍ଜି ନିବେଶ ବଢ଼ାଇବା ଲକ୍ଷ୍ୟ ନେଇ ଗତକାଲିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦେଶ ବିଦେଶର ଉଦ୍ୟୋଗୀଙ୍କ ସହ ଆଲୋଚନା କରି ଓଡ଼ିଶାରେ ପୁଞ୍ଜି ନିବେଶର ପ୍ରସ୍ତାବ ଦେବା ତାଙ୍କର ଏହି ଗସ୍ତର ମୁଖ୍ୟ ଉଦ୍ଦେଶ୍ୟ । ଏହି ଅବସରରେ ଆଜି ଦିଲ୍ଲୀରେ ମୁଖ୍ୟମନ୍ତ୍ରୀଙ୍କର ହେବ ପ୍ରଥମ ରୋଡ୍ ସୋ’।

ଗତକାଲି ଦିଲ୍ଲୀ ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଏହା ମଧ୍ୟରେ କିଛି ଉଦ୍ୟୋଗୀଙ୍କ ଆଲୋଚନା ସରିଛି। ଗତ ଶହେ ଦିନ ଭିତରେ ୪୫ ହଜାର କୋଟିର ପୁଞ୍ଜି ଓଡ଼ିଶାକୁ ଆସିସାରିଛି। ୨୦୨୫ ଜାନୁଆରୀରେ ଉତ୍କର୍ଷ ଓଡ଼ିଶା, ମେକ୍ ଇନ୍ ଓଡ଼ିଶା କନକ୍ଲେଭ ଆୟୋଜନ ହେବ। ଏହା ଜାନୁଆରୀ ୨୮ ଓ ୨୯ ତାରିଖ ଦୁଇ ଦିନ ଧରି ଚାଲିବ।ଏବେ ୨ ଦିନିଆ ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ବିଭିନ୍ନ ନିବେଶକଙ୍କ ସହ ୱାନ୍ ଟୁ ୱାନ୍ ଆଲୋଚନା କରିବେ ବୋଲି କହିଛନ୍ତି । ରାଜ୍ୟରେ ୫ ବର୍ଷରେ ୫ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଲକ୍ଷ୍ୟ ରଖାଯାଇଛି।

ବିଶେଷକରି ଫୁଡ୍ ପ୍ରୋସେସିଂ, ଆଇଟି, କେମିକାଲ, ପେଟ୍ରୋ କେମିକାଲ କ୍ଷେତ୍ରରେ ପୁଞ୍ଜିନିବେଶ ଉପରେ ପ୍ରାଥମିକତା ଦିଆଯିବ । ଏଦିଗରେ ବିଭିନ୍ନ ପୁଞ୍ଜିନିବେଶକଙ୍କ ସହ ଆଲୋଚନା କରାଯିବ । ଓଡ଼ିଶାରେ ପୁଞ୍ଜି ଲଗାଣ ତଥା ଶିଳ୍ପ ପ୍ରତିଷ୍ଠା ସମ୍ବନ୍ଧରେ ଥିବା ସକରାତ୍ମକ ଇକୋସିଷ୍ଟମ ସମ୍ବନ୍ଧରେ ମୁଖ୍ୟମନ୍ତ୍ରୀ ଅବଗତ କରାଇବେ ।

ଗତ ଶହେ ଦିନ ଭିତରେ ୪୫ ହଜାର କୋଟିର ପୁଞ୍ଜି ଓଡ଼ିଶାକୁ ଆସିସାରିଛି। ୨୦୨୫ ଜାନୁଆରୀରେ ଉତ୍କର୍ଷ ଓଡ଼ିଶା, ମେକ୍ ଇନ୍ ଓଡ଼ିଶା କନକ୍ଲେଭ ଆୟୋଜନ ହେବ। ଏହା ଜାନୁଆରୀ ୨୮ ଓ ୨୯ ତାରିଖ ଦୁଇ ଦିନ ଧରି ଚାଲିବ।ଏବେ ୨ ଦିନିଆ ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ବିଭିନ୍ନ ନିବେଶକଙ୍କ ସହ ୱାନ୍ ଟୁ ୱାନ୍ ଆଲୋଚନା କରିବେ ବୋଲି କହିଛନ୍ତି । ରାଜ୍ୟରେ ୫ ବର୍ଷରେ ୫ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଲକ୍ଷ୍ୟ ରଖାଯାଇଛି ।

ବିଶେଷକରି ଫୁଡ୍ ପ୍ରୋସେସିଂ, ଆଇଟି, କେମିକାଲ, ପେଟ୍ରୋ କେମିକାଲ କ୍ଷେତ୍ରରେ ପୁଞ୍ଜିନିବେଶ ଉପରେ ପ୍ରାଥମିକତା ଦିଆଯିବ । ଏଦିଗରେ ବିଭିନ୍ନ ପୁଞ୍ଜିନିବେଶକଙ୍କ ସହ ଆଲୋଚନା କରାଯିବ । ଓଡ଼ିଶାରେ ପୁଞ୍ଜି ଲଗାଣ ତଥା ଶିଳ୍ପ ପ୍ରତିଷ୍ଠା ସମ୍ବନ୍ଧରେ ଥିବା ସକରାତ୍ମକ ଇକୋସିଷ୍ଟମ ସମ୍ବନ୍ଧରେ ମୁଖ୍ୟମନ୍ତ୍ରୀ ଅବଗତ କରାଇବେ ।

ଆସନ୍ତାବର୍ଷ ଜାନୁୟାରୀ ୨୮ ଓ ୨୯ତାରିଖରେ ଉତ୍କର୍ଷ ଓଡ଼ିଶା-୨୦୨୫ କନକ୍ଲେଭ ପାଇଁ ଦିନ ଧାର୍ଯ୍ୟ ହୋଇଛି । ବିଜେଡି ସରକାରଙ୍କ ‘ମେକ୍ ଇନ୍ ଓଡ଼ିଶା’ର ନାଁ ପରିବର୍ତ୍ତନ କରି ରାଜ୍ୟର ବିଜେପି ସରକାର ଏହାକୁ ‘ଉତ୍କର୍ଷ ଓଡ଼ିଶା’ର ନାମକରଣ କରିଛନ୍ତି ।


Share with people

Comments

No comments yet. Why don’t you start the discussion?

Leave a Reply

Your email address will not be published. Required fields are marked *