4 ତାରିଖରୁ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ||

4 ତାରିଖରୁ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ||

Share with people

ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ସୃଷ୍ଟି ହେବାର ସମ୍ଭାବନା ରହିଛି

ଆଜି ଗୋଟିଏ ଘୂର୍ଣ୍ଣିବଳୟ ଦକ୍ଷିଣ-ପୂର୍ବ ବାଂଲାଦେଶ ଓ ନିକଟସ୍ଥ ଅଞ୍ଚଳରେ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଗୋଟିଏ ଲଘୁଚାପ କ୍ଷେତ୍ର ଆସନ୍ତା ୪ ତାରିଖ ପାଖାପାଖି ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ବାତ୍ୟା ନେଇ କୌଣସି ଆକଳନ କରାଯାଇ ନାହିଁ ବୋଲି IMD ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି । ଏହାର ପ୍ରଭାବରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି |


Share with people

Comments

No comments yet. Why don’t you start the discussion?

Leave a Reply

Your email address will not be published. Required fields are marked *